Saturday, November 22, 2025
19.9 C
Odisha

    IAS ଅଧିକାରୀ ସନ୍ତୋଷ କୁମାରଙ୍କୁ ନୂଆ ଦାୟିତ୍ୱ, ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

    ଆଗକୁ ପଢନ୍ତୁ

    ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ନିଯୁକ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଏକ ଆଦେଶ ଜାରି କରିଛନ୍ତି ।

    ଷଡ଼ଙ୍ଗୀଙ୍କ ଏହି ନୂଆ ଦାୟିତ୍ୱ ତାଙ୍କର ପୂର୍ବ ଅଭିଜ୍ଞତା ଓ ଦକ୍ଷତାକୁ ଆହୁରି ସଫଳତାର ସହ ବ୍ୟବହାର କରିବାର ଏକ ସୁଯୋଗ ପ୍ରଦାନ କରିବ । ସେ ପୂର୍ବରୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟରେ ଡାଇରେକ୍ଟର ଜେନେରାଲ ଅଫ ଫରେନ ଟ୍ରେଡ (DGFT) ଭାବେ କାର୍ଯ୍ୟ କରି ଦେଶର ରପ୍ତାନୀ ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.9 ° C
    19.9 °
    19.9 °
    69 %
    1.3kmh
    2 %
    Sat
    20 °
    Sun
    28 °
    Mon
    28 °
    Tue
    27 °
    Wed
    26 °

    ସମ୍ବନ୍ଧିତ