Wednesday, April 1, 2026
25.3 C
Odisha

    ଆଇଏଏସ ସ୍ତରରେ ଅଦଳବଦଳ, ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ । ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ ସମର୍ଥ ବର୍ମା । ସେହିପରି ଶୁଭମ୍‌‌ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    35 %
    0.8kmh
    5 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ