Saturday, March 21, 2026
19 C
Odisha

    ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ୍ ଅଫିସର ଭି ଭି ଯାଦବ ହେଲେ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ

    ଆଗକୁ ପଢନ୍ତୁ

    ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଇଛନ୍ତି ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାର ତାଙ୍କୁ ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମଧ୍ୟ ଦାୟିତ୍ୱ ଦେଇଛନ୍ତି । ଏ ସମ୍ପର୍କିତ ନିର୍ଦ୍ଦେଶନାମା ଆଇନ୍ ବିଭାଗ ପକ୍ଷରୁ ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

    ,

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    81 %
    1.2kmh
    10 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ