Tuesday, October 13, 2026
24.9 C
Odisha

    ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଜୟ କୁମାର ଦାସଙ୍କୁ ପୁରୀ ଜିଲ୍ଲାପାଳ ଦାୟିତ୍ବ ମିଳିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାସଙ୍କ ବଦଳି ହୋଇଛି। ରଂଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଦାୟିତ୍ବ ପ୍ରଦାନ କରାଯାଇଛି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ଦାୟିତ୍ବ ଦିଆଯାଇଛି। ତେମ୍‌ଜେଙ୍ଗ ୱାପଙ୍ଗ ଆଓଙ୍କୁ ପବ୍ଲିକ ଏଣ୍ଟରପ୍ରାଇଜେସ୍‌ ସଚିବ ଦାୟିତ୍ବ ମିଳିଛି। ସେହିପରି ଶ୍ରୀକାନ୍ତ ପୃଷ୍ଟିଙ୍କୁ ଉତ୍ତରାଞ୍ଚଳ ଆର୍‌ଡିସି ଦାୟିତ୍ବ ମିଳିଛି । କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଦାୟିତ୍ବ ମିଳିଛି। ମୟୂରଭଞ୍ଜ ଜିଲ୍ଲାପାଳ ବୀନିତ ଭରଦ୍ୱାଜଙ୍କୁ କଟକ ଜିଲ୍ଲାପାଳ ଦାୟିତ୍ବ ମିଳିଛି। ସେହପରି ବିଶାଲ ସିଂହଙ୍କୁ କେନ୍ଦୁଝର ଜିଲ୍ଲାପାଳ ଦାୟିତ୍ବ ପ୍ରଦାନ କରାଯାଇଛି। ମହମ୍ମଦ ଅବଦଲ ଅଖତର ହେଲେ ଅନୁଗୁଳ ଜିଲ୍ଲାପାଳ। ଚଞ୍ଚଳ ରାଣା ହେଲେ ଖୋର୍ଦ୍ଧା ଜିଲ୍ଲାପାଳ। ସ୍ୱଧା ଦେବ ସିଂ ହେଲେ ନୟାଗଡ଼ ଜିଲ୍ଲାପାଳ। ମହମ୍ମଦ ଅବଦଲ ଅଖତର ହେଲେ ଅନୁଗୁଳ ଜିଲ୍ଲାପାଳ । ଶୁଭଙ୍କର ମହାପାତ୍ର ହେଲେ ଯାଜପୁର ଜିଲ୍ଲାପାଳ। କୀର୍ତ୍ତି ଭାସନ ହେଲେ କୋରାପୁଟ ଜିଲ୍ଲାପାଳ। ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ। ଜେ. ସୋନାଲଙ୍କୁ ବୌଦ୍ଧ ଜିଲ୍ଲାପାଳ ଦାୟିତ୍ବ ପ୍ରଦାନ କରାଯାଇଛି। ଅକ୍ଷୟ ସୁନୀଲ ଅଗ୍ରୱାଲ ହେଲେ ସମ୍ବଲପୁର ଜିଲ୍ଲାପାଳ। ଆଦିତ୍ୟ ଗୋୟଲ ହେଲେ ବରଗଡ଼ ଜିଲ୍ଲାପାଳ । ଅନ୍ୟା ଦାସ ହେଲେ ସୋନପୁର ଜିଲ୍ଲାପାଳ । ମନୋଜ ସତ୍ୟବାନ ମହାଜନ ହେଲେ ରାୟଗଡ଼ା ଜିଲ୍ଲାପାଳ। ପାୱାର ସଚିନ ପ୍ରକାଶ ହେଲେ ମାଲକାନଗିରି ଜିଲ୍ଲାପାଳ । ଗୌରବ ଶିବାଜୀ ଈଶ୍ୱର ହେଲେ ବଲାଙ୍ଗୀର ଜିଲ୍ଲାପାଳ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.9 ° C
    24.9 °
    24.9 °
    76 %
    1.5kmh
    77 %
    Tue
    25 °
    Wed
    29 °
    Thu
    29 °
    Fri
    31 °
    Sat
    31 °

    ସମ୍ବନ୍ଧିତ