Wednesday, April 8, 2026
36.5 C
Odisha

    ମାସକୁ ଆୟ ୧୦ ହଜାର ୫୦୦ ଟଙ୍କାରୁ କମ୍ ଥିଲେ, ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ବଡ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ ବୟାନ । ଏଣିକି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ସାମିଲ ହେବା ସହିତ ଅଯୋଗ୍ୟମାନେ ବାଦ୍ ପଡିବେ ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ । ଏଥିସହ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ୫୦୦ ଟଙ୍କାରୁ ଅଧିକ ନଥିବ ସେମାନେ ପ୍ରଧାନମନ୍ତ୍ରୀ ଆବାସ ପାଇବାକୁ  ଯୋଗ୍ୟ ବିବେଚିତ ହେବେ ବୋଲି ସେ ସୂଚନା ଦେଇଛନ୍ତି । ଏଥିସହ…ତେବେ ପୂର୍ବରୁ ତାଲିକା ପ୍ରସ୍ତୁତ ସମୟରେ ପାତର ଅନ୍ତର ଯୋଗୁଁ ଅନେକ ହିତାଧିକାରୀ ବାଦ ପଡ଼ିଥିଲେ । ହେଲେ ବିଗତ ଦିନରେ ଯେଉଁ ଯୋଗ୍ୟ ହିତାଧିକାରୀମାନେ ଏହି ଯୋନଜାର ଲାଭ ପାଇବାରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଏହି ଯୋଜନାର ଲାଭ ମିଳିବ । ଏଥିପାଇଁ ବିଭାଗର କର୍ମକର୍ତ୍ତା ତାଲିମ ନେବେ ବୋଲି କହିଛନ୍ତି ରବି ନାଏକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.5 ° C
    36.5 °
    36.5 °
    19 %
    0.9kmh
    53 %
    Wed
    36 °
    Thu
    36 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ