Monday, July 13, 2026
27.3 C
Odisha

    ଆଇଏଲ୍‌ଏସ୍‌ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୨୫ା୮: ଆଇଏଲ୍‌ଏସ୍‌ର ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ବରସ୍ଥିତ ତାଙ୍କ ଘରୁ ମୃତଦେହ ଉଦ୍ଧାର କରାଯାଇଛି। ଏହା ପରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏବେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ମୃତଦେହ ରଖାଯାଇଛି। ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଭୂମିକା ରହିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    69 %
    2.4kmh
    90 %
    Sun
    27 °
    Mon
    34 °
    Tue
    27 °
    Wed
    31 °
    Thu
    34 °

    ସମ୍ବନ୍ଧିତ