Thursday, June 11, 2026
40.9 C
Odisha

    ମୋଦୀ କ୍ୟାବିନେଟର ବଡ ନିଷ୍ପତ୍ତି । ୨୦୨୮ ମସିହା ପର୍ଯ୍ୟନ୍ତ ମିଳିବ ମାଗଣା ରାସନ

    ଆଗକୁ ପଢନ୍ତୁ

    ୨୦୨୮ ପର୍ଯ୍ୟନ୍ତ ମିଳିବ ମାଗଣା ରାସନ । ୨୦୨୮ ମସିହା ଡିସେମ୍ବର ମାସ ପର୍ଯ୍ୟନ୍ତ ମାଗଣା ରାସନ ମିଳିବା ନେଇ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛି । ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ତେବେ କେନ୍ଦ୍ର କ୍ୟାବିନେଟର ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇ କହିଛନ୍ତି ଯେ, ବୈଠକରେ ସୀମାବର୍ତ୍ତୀ ଅଞ୍ଚଳରେ ନିର୍ମାଣ କାମର ବିକାଶ ଉପରେ ଜୋର ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି । ଆଜିର କ୍ୟାବିନେଟ ବୈଠକରେ ସୀମାବର୍ତ୍ତୀ ଅଞ୍ଚଳରେ ୪୪୦୬ କୋଟି ଟଙ୍କାରେ ୨୨୮୦ କିଲୋମିଟରର ସଡକ ନିର୍ମାଣକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି । ଏହାସହ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ଆସନ୍ତା ୨୦୨୮ ମସିହା ଡିସେମ୍ବର ମାସ ପର୍ଯ୍ୟନ୍ତ ମାଗଣା ରାସନ ଦିଆଯିବ ବୋଲି ସୂଚନା ଦେଇଛନ୍ତି  ମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    40.9 ° C
    40.9 °
    40.9 °
    23 %
    2.3kmh
    19 %
    Thu
    42 °
    Fri
    41 °
    Sat
    40 °
    Sun
    38 °
    Mon
    43 °

    ସମ୍ବନ୍ଧିତ