Friday, June 19, 2026
27 C
Odisha

    ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ଆଇଜି ଅନୁପ ସାହୁ, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମା ଶଙ୍କର ଦାଶଙ୍କ ସମେତ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ଅଛନ୍ତି । ଅପରେସନ୍ ଆଇଜି ଦେବଦତ୍ତ ସିଂହ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି । ଏହା ସହ ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲା ଏସ୍ପି ମଧ୍ୟ ଏହି ବୈଠକରେ ଯୋଡି ହୋଇଛନ୍ତି । ନିର୍ବାଚନ ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    76 %
    1.7kmh
    100 %
    Fri
    27 °
    Sat
    38 °
    Sun
    35 °
    Mon
    35 °
    Tue
    39 °

    ସମ୍ବନ୍ଧିତ