Tuesday, April 7, 2026
25.2 C
Odisha

    ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ଟାର୍ଗେଟ୍‌

    ଆଗକୁ ପଢନ୍ତୁ

    ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.2 ° C
    25.2 °
    25.2 °
    69 %
    1.7kmh
    84 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ