Thursday, April 2, 2026
28.9 C
Odisha

    ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନର ବ୍ୟବହାର ନେଇ ସ୍ପଷ୍ଟୀକରଣ ମାଗିଲେ ଭାରତୀୟ ନିର୍ବାଚନ କମିସନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ/ଭୁବନେଶ୍ବର: ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନର ବ୍ୟବହାର ନେଇ ଭାରତୀୟ ନିର୍ବାଚନ କମିସନ ଉଭୟ ଓଡ଼ିଶା ସରକାର ଓ ବିଜେଡିକୁ ସ୍ପଷ୍ଟୀକରଣ ମାଗିଛନ୍ତି। ଆସନ୍ତା ମାର୍ଚ୍ଚ ୨ ତାରିଖ (ଶନିବାର) ସନ୍ଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟୀକରଣ ରଖିବାକୁ ଉଭୟ ରାଜ୍ୟ ସରକାର ଓ ବିଜେଡିକୁ ତାଗିଦ୍ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.9 ° C
    28.9 °
    28.9 °
    45 %
    2.2kmh
    81 %
    Thu
    29 °
    Fri
    40 °
    Sat
    38 °
    Sun
    36 °
    Mon
    39 °

    ସମ୍ବନ୍ଧିତ