Saturday, October 10, 2026
27.9 C
Odisha

    ଆଜି ୧୨ ଘଣ୍ଟିଆ ଧର୍ମଘଟ: ବିଜେଡି ଓ କଂଗ୍ରେସର ସମର୍ଥନ

    ଆଗକୁ ପଢନ୍ତୁ

    ୧୦ଟି ଶ୍ରମିକ ଓ ସ୍ବାଧୀନ ଫେଡେରେସନ୍‌ ପକ୍ଷରୁ ଆଜି  ୧୨ ଘଣ୍ଟିଆ ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହେବ। ଓଡ଼ିଶାରେ ଶ୍ରମିକ ସଂଗଠନଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଳ ରୋକ, ପିକେଟିଂ ଓ ବିକ୍ଷୋଭ ଯୋଜନା ରହିଛି। ଶ୍ରମିକ ସଂଗଠନମାନଙ୍କ ଏହି ସର୍ବଭାରତୀୟ ଧର୍ମଘଟକୁ ଓଡ଼ିଶାରେ କଂଗ୍ରେସ ଓ ବିଜେଡି (ବିଜୁ ଶ୍ରମିକ ସାମ୍ମୁଖ୍ୟ) ସମର୍ଥନ ଘୋଷଣା କରିଛି। ଅନ୍ୟ ସଂଗଠନମାନେ ମଧ୍ୟ ଏହି ଧର୍ମଘଟକୁ ସମର୍ଥନ ଜଣାଇଥିବାରୁ ରାଜ୍ୟରେ ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ ଓ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ