Saturday, September 19, 2026
24.2 C
Odisha

    ହାର୍ଦ୍ଦିକଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ବାଂଲାଦେଶକୁ ୧୯୭ ରନ୍‌ର ଟାର୍ଗେଟ ଦେଲା ଭାରତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ;  ଟି-୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ଆଜି ଭାରତ-ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୧୯୬ ରନ୍‌ ସଂଗ୍ରହ କରିଛି। ୨୦ ଓଭର ଖେଳି ଭାରତ ୫ ୱିକେଟ ହରାଇ ୧୯୬ ରନ୍‌ କରିବା ସହ ବାଂଲାଦେଶକୁ ବିଜୟ ପାଇଁ ୧୯୭ ରନ୍‌ର ଆବଶ୍ୟକତା ରହିଛି। ସ୍ଥାନୀୟ ନର୍ଥ ସାଉଣ୍ଡର ଭିଭିଆନ ରିଚାର୍ଡ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା । ଧାର୍ୟ୍ୟ ୨୦ ଓଭରରେ ଟିମ୍ ଇଣ୍ଡିଆ ୫ ୱିକେଟ ହରାଇ ୧୯୬ ରନ୍ କରିଛି। ଫଳରେ ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୯୭ରନ୍ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    90 %
    1.5kmh
    100 %
    Fri
    24 °
    Sat
    30 °
    Sun
    30 °
    Mon
    29 °
    Tue
    30 °

    ସମ୍ବନ୍ଧିତ