Monday, March 30, 2026
27.4 C
Odisha

    ଭାରତ-ଜିମ୍ବାୱେ ଚତୁର୍ଥ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଜିମ୍ବାୱେ

    ଆଗକୁ ପଢନ୍ତୁ

    ଆଜି ଭାରତ-ଜିମ୍ବାୱେ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ତେଣୁ ବ୍ୟାଟିଂ ପାଇଁ ମୈଦାନକୁ ଓହ୍ଲାଇବ ଜିମ୍ବାୱେ । ୫ଟିକିଆ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ୩ ମ୍ୟାଚରୁ ଭାରତ ୨ ଓ ଜିମ୍ବାୱେ ଗୋଟିଏ ମ୍ୟାଚରେ ବିଜୟୀ ହୋଇଛି । ତେବେ ଆଜିର ମ୍ୟାଚରେ ଭାରତ ବିଜୟୀ ହୋଇ ସିରିଜ ଜିତିବା ଲକ୍ଷ୍ୟରେ ରହିଥିବା ବେଳେ ଜିମ୍ବାୱେ ମ୍ୟାଚ ଜିତି ସିରିଜ ଜିତିବା ଲକ୍ଷ୍ୟରେ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ