Monday, September 28, 2026
30.3 C
Odisha

    ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା; ଜାଣନ୍ତୁ କିଏ ହେଲେ ସାମିଲ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଟି -୨୦ ବିଶ୍ୱକପ ପରେ ଭାରତୀୟ ଟିମ ଜିମ୍ବାୱେ ଗସ୍ତରେ ଯିବ। ସେଠାରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯି । ଏହି ଗସ୍ତ ପାଇ ଶୁଭମନ ଗିଲଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ସମସ୍ତ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଜୁଲାଇ ୬ ରୁ ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ । ଜୁଲାଇ ୭ରେ ଦ୍ୱିତୀୟ, ଜୁଲାଇ ୧୦ରେ ତୃତୀୟ, ଜୁଲାଇ ୧୩ରେ ଚତୁର୍ଥ ଓ ୧୪ରେ ୫ମ ମ୍ୟାଚ ଖେଳାଯିବ।
    ଶୁଭମନ ଗିଲ (ଅଧିନାୟକ), ଯଶସ୍ୱୀ ଜୈସୱାଲ, ରିତୁରାଜ ଗାଏକ୍ୱାଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ, ଧ୍ରୁବ ଜୁରେଲ, ନୀତିଶ ରେଡ୍ଡୀ, ରିୟାନ ପରାଗ, ୱାଶିଂଟନ ସୁନ୍ଦର, ରବି ବିଶ୍ନୋଇ, ଆଭେଶ ଖାଁ, ଖଲୀଲ ଅହମ୍ମଦ, ମୁକେଶ କୁମାର ଓ ତୁଷାର ଦେଶପାଣ୍ଡେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    63 %
    3.4kmh
    8 %
    Mon
    30 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ