Friday, March 13, 2026
28 C
Odisha

    ଫେବୃଆରୀ ୧ରେ ଅନ୍ତରୀଣ ବଜେଟ୍

    ଆଗକୁ ପଢନ୍ତୁ

    ସାଧାରଣ ନିର୍ବାଚନ ପାଖେଇ ଆସୁଛି । କେନ୍ଦ୍ର ସରକାର ଗୋଟିଏ ପଟେ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବାବେଳେ ଏହାପୂର୍ବରୁ ମୋଦୀ ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ବଜେଟ୍ ଆସିବ । ଫେବୃଆରୀ ୧ ତାରିଖରେ ଆସିବ ଏହି ଅନ୍ତରୀଣ ବଜେଟ୍ । ନିର୍ବାଚନକୁ ନଜରରେ ରଖି ସାଧାରଣ ଲୋକଙ୍କୁ ଆକର୍ଷିତ କଲାଭଳିି ବଜେଟ୍ ପ୍ରସ୍ତୁତ କରି ପାରନ୍ତି ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ । କୁହାଯାଉଛି ଏହି ବଜେଟ୍ରେ କିଛି ଲୋକଙ୍କୁ ସୁହାଇଲା ଭଳି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ । ଦେଶର ଲକ୍ଷ ଲକ୍ଷ କ୍ଷୁଦ୍ର ଉଦ୍ୟୋଗୀଙ୍କ ପାଇଁ ଏଥର ବଜେଟରେ କିଛି ଘୋଷଣା କରି ପାରନ୍ତି କେନ୍ଦ୍ର ସରକାର । ଆୟକର ସୀମାରେ ବି ପରିବର୍ତ୍ତନ ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ