Saturday, July 27, 2024
24.6 C
Odisha

    ଫେବୃଆରୀ ୧ରେ ଅନ୍ତରୀଣ ବଜେଟ୍

    ଆଗକୁ ପଢନ୍ତୁ

    ସାଧାରଣ ନିର୍ବାଚନ ପାଖେଇ ଆସୁଛି । କେନ୍ଦ୍ର ସରକାର ଗୋଟିଏ ପଟେ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବାବେଳେ ଏହାପୂର୍ବରୁ ମୋଦୀ ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ବଜେଟ୍ ଆସିବ । ଫେବୃଆରୀ ୧ ତାରିଖରେ ଆସିବ ଏହି ଅନ୍ତରୀଣ ବଜେଟ୍ । ନିର୍ବାଚନକୁ ନଜରରେ ରଖି ସାଧାରଣ ଲୋକଙ୍କୁ ଆକର୍ଷିତ କଲାଭଳିି ବଜେଟ୍ ପ୍ରସ୍ତୁତ କରି ପାରନ୍ତି ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ । କୁହାଯାଉଛି ଏହି ବଜେଟ୍ରେ କିଛି ଲୋକଙ୍କୁ ସୁହାଇଲା ଭଳି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ । ଦେଶର ଲକ୍ଷ ଲକ୍ଷ କ୍ଷୁଦ୍ର ଉଦ୍ୟୋଗୀଙ୍କ ପାଇଁ ଏଥର ବଜେଟରେ କିଛି ଘୋଷଣା କରି ପାରନ୍ତି କେନ୍ଦ୍ର ସରକାର । ଆୟକର ସୀମାରେ ବି ପରିବର୍ତ୍ତନ ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ