Tuesday, March 24, 2026
35.3 C
Odisha

    ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

    ଆଗକୁ ପଢନ୍ତୁ

    ଭଦ୍ରକ: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ। ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା।

    ଜିଲ୍ଲା ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି କରାଯାଇଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଧାମନଗର ଏନଏସି ଓ ଆଖପାଖରେ ୧୬୩ ଜାରି କରାଯାଇଛି। ଧାମନଗର ଏନଏସି ଓ ଦୋବଲରେ ୧୬୩ ସହ ୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଏହା ସହିତ ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ପଥରମାଡ଼ ଘଟଣାରେ ପୁଲିସ ପକ୍ଷରୁ ୯ ଜଣକୁ ଅଟକ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    35.3 ° C
    35.3 °
    35.3 °
    17 %
    4.1kmh
    20 %
    Tue
    35 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ