Friday, May 1, 2026
28.1 C
Odisha

    ଅଯୋଧ୍ୟାରୁ ଆସିଥିବା ସ୍ୱତନ୍ତ୍ର ପ୍ରତିନିଧି ଦଳ ଶ୍ରୀମନ୍ଦିରରେ ଦେଲେ ନିମନ୍ତ୍ରଣ ପତ୍ର

    ଆଗକୁ ପଢନ୍ତୁ

    ଶ୍ରୀରାମଙ୍କ ପ୍ରତିଷ୍ଠା ପାଇଁ ଜଗାକୁ ଆସିଲା ନିମନ୍ତ୍ରଣ । ଅଯୋଧ୍ୟାରୁ ଆସିଥିବା ସ୍ୱତନ୍ତ୍ର ନିମନ୍ତ୍ରଣକାରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀରାମଙ୍କ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ମହାପ୍ରଭୁଙ୍କୁ ନିମନ୍ତ୍ରଣ ଦେଇଛନ୍ତି । ନିମନ୍ତ୍ରଣ ପତ୍ର ସହ ନଡ଼ିଆ , ପାନ, ଗୁଆ ଦେଇ ମହାପ୍ରଭୁଙ୍କୁ କରିଛନ୍ତି ନିମନ୍ତ୍ରଣ । ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଏଥିପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଏହି ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ପ୍ରତ୍ୟେକ କୋଣ ଅନୁକୋଣକୁ ବାର୍ତା ଯାଉଛି । ଏହିକ୍ରମରେ ଆଜି ମହାପ୍ରଭୁଙ୍କୁ ନିମନ୍ତ୍ରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    53 %
    2.1kmh
    93 %
    Thu
    27 °
    Fri
    36 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ