Wednesday, December 31, 2025
20.1 C
Odisha

    IPS ସ୍ତରରେ ଅଦଳ ବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଇପିଏସ୍‍ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ସଞ୍ଜୀବ ପଣ୍ଡା ହୋଇଛନ୍ତି ଏଡିଜି ନକ୍ସଲ ବିରୋଧୀ ଅପରେସନ୍‍ । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    30 %
    0.9kmh
    23 %
    Wed
    28 °
    Thu
    29 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ