Tuesday, September 29, 2026
23.2 C
Odisha

    IPS ସ୍ତରରେ ଅଦଳ ବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଇପିଏସ୍‍ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ସଞ୍ଜୀବ ପଣ୍ଡା ହୋଇଛନ୍ତି ଏଡିଜି ନକ୍ସଲ ବିରୋଧୀ ଅପରେସନ୍‍ । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ