Sunday, February 22, 2026
21.2 C
Odisha

    ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଜ୍ୟ ସରକାର ଶୁକ୍ରବାର ୨୦୧୦ ବ୍ୟାଚ୍‌ର ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ସେମାନେ ହେଲେ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା, ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ ଓ ଶିବା ସୁବ୍ରମଣି। ଏହି ୬ ଜଣଙ୍କ ମଧ୍ୟରୁ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି ଏବେ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    42 %
    1.9kmh
    67 %
    Sat
    21 °
    Sun
    34 °
    Mon
    35 °
    Tue
    34 °
    Wed
    34 °

    ସମ୍ବନ୍ଧିତ