Monday, August 24, 2026
27.4 C
Odisha

    ୭ ଓ ୧୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ବ ଗ୍ରହଣ କରିବା ପରେ ନିୟମିତଭାବେ ଜନ ଅଭିଯୋଗ ଶୁଣାଣି କରୁଛନ୍ତି। ହେଲେ ବିଭିନ୍ନ କାରଣରୁ ଏହା ବେଳେବେଳେ ବନ୍ଦ ବି ରହୁଛି। ଚଳିତ ମାସରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ଜିଏ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
    ସେହି ସୂଚନା ଅନୁଯାୟୀ, ଅକ୍ଟୋବର ୭ ଓ ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ୭ରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ବନ୍ଦ ରହିବ ଶୁଣାଣି। ଏଣେ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    84 %
    2.6kmh
    99 %
    Mon
    29 °
    Tue
    30 °
    Wed
    30 °
    Thu
    27 °
    Fri
    28 °

    ସମ୍ବନ୍ଧିତ