Sunday, September 13, 2026
24 C
Odisha

    ନଭେମ୍ବର ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

    ଆଗକୁ ପଢନ୍ତୁ

    ଭବନେଶ୍ବର: ଆସନ୍ତାକାଲି ନଭେମ୍ବର ୪ ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବl ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ନେଇ ଲୋକ ସଂପର୍କ ଅଧିକାରୀ ସୂଚନା ଦେଇଛନ୍ତିl

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24 ° C
    24 °
    24 °
    94 %
    1.1kmh
    65 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ