Monday, March 23, 2026
32.8 C
Odisha

    ୧୦ କୋଟି ଜନ ଧନ ଆକାଉଣ୍ଟ ନିଷ୍କ୍ରିୟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ବ୍ୟାଙ୍କ ସେବା ସହ ଯୋଡିବା ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ବଢ଼ାଇବା ପାଇଁ କେନ୍ଦ୍ର ସରକାର ୨୦୧୪ରେ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିୱାଇ)। ଏହି ଯୋଜନା ଅଧୀନରେ ଏ ପର୍ଯ୍ୟନ୍ତ ୫୧ କୋଟିରୁ ଅଧିକ ଆକାଉଣ୍ଟ ଖୋଲାଯାଇଛି। ତେବେ ପରିତାପର ବିଷୟ ହେଉଛି, ଯେଉଁ ଉର୍ଦ୍ଦେଶ୍ୟ ରଖୀ କେନ୍ଦ୍ର ସରକାର ଜନ ଧନ ଯୋଜନା ଆରମ୍ଭ କରିଥିଲେ ତାହା ବିଫଳ ହୋଇଛି। କାରଣ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ଖୋଲାଯାଇଥିବା ୧୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ବନ୍ଦ ହୋଇଯାଇଛି। ଏହି ବନ୍ଦ ବ୍ୟାଙ୍କ ଆକାଉଣ୍ଟଗୁଡିକରେ ପ୍ରାୟ ୧୨ ହଜାର କୋଟି ଟଙ୍କାର ଅର୍ଥ ଜମା ରହିଛି। ଏହି ଅର୍ଥର କୌଣସି ଦାବିଦାର ନ ଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.8 ° C
    32.8 °
    32.8 °
    18 %
    3.8kmh
    0 %
    Mon
    32 °
    Tue
    36 °
    Wed
    38 °
    Thu
    38 °
    Fri
    39 °

    ସମ୍ବନ୍ଧିତ