Wednesday, September 10, 2025
25.7 C
Odisha

    ସମ୍ବଲପୁରରେ କାୟା ବିସ୍ତାର କରୁଛି ଜଣ୍ଡିସ୍

    ଆଗକୁ ପଢନ୍ତୁ

    ସମ୍ବଲପୁର ମହାନଗରରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ଗୁପଚୁପ, ଦହିବରା ଓ ଚୁସକିି ଖାଇବା ଯୋଗୁଁ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚଡି ପାଣି ସନ୍ଦେହ ଘେରକୁ ଆସିଥିଲା । ଏବେ ମଧ୍ୟ ପିଏଚଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି । ଏବେ ସ୍ୱାସ୍ଥ୍ୟ ଅଧିକାରୀ ବିଭିନ୍ନ ଅଞ୍ଚଳରୁ ନମୂନା ସଂଗ୍ରହ କରାଯାଉଛି । ପ୍ରଶାସନ ପକ୍ଷରୁ ସଚେତନତା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    85 %
    1.5kmh
    8 %
    Wed
    25 °
    Thu
    31 °
    Fri
    32 °
    Sat
    30 °
    Sun
    32 °

    ସମ୍ବନ୍ଧିତ