Saturday, October 10, 2026
27.9 C
Odisha

    ସମ୍ବଲପୁରରେ କାୟା ବିସ୍ତାର କରୁଛି ଜଣ୍ଡିସ୍

    ଆଗକୁ ପଢନ୍ତୁ

    ସମ୍ବଲପୁର ମହାନଗରରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ଗୁପଚୁପ, ଦହିବରା ଓ ଚୁସକିି ଖାଇବା ଯୋଗୁଁ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚଡି ପାଣି ସନ୍ଦେହ ଘେରକୁ ଆସିଥିଲା । ଏବେ ମଧ୍ୟ ପିଏଚଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି । ଏବେ ସ୍ୱାସ୍ଥ୍ୟ ଅଧିକାରୀ ବିଭିନ୍ନ ଅଞ୍ଚଳରୁ ନମୂନା ସଂଗ୍ରହ କରାଯାଉଛି । ପ୍ରଶାସନ ପକ୍ଷରୁ ସଚେତନତା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ