Friday, March 20, 2026
21 C
Odisha

    ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ

    ଆଗକୁ ପଢନ୍ତୁ

    ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଲମତୁମ୍ବା ଜଙ୍ଗଲରେ ଏସଓଜି ଯବାନଙ୍କ ସର୍ଚ୍ଚ ଅପରେସନ୍ ବେଳେ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ବିସ୍ପୋରଣରେ ଆହତ ଯବାନଙ୍କୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାକୁ ନିଆଯାଇଥିବା ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21 ° C
    21 °
    21 °
    56 %
    1.1kmh
    100 %
    Fri
    33 °
    Sat
    33 °
    Sun
    34 °
    Mon
    35 °
    Tue
    37 °

    ସମ୍ବନ୍ଧିତ