Thursday, November 13, 2025
22.1 C
Odisha

    ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ

    ଆଗକୁ ପଢନ୍ତୁ

    ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଲମତୁମ୍ବା ଜଙ୍ଗଲରେ ଏସଓଜି ଯବାନଙ୍କ ସର୍ଚ୍ଚ ଅପରେସନ୍ ବେଳେ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ବିସ୍ପୋରଣରେ ଆହତ ଯବାନଙ୍କୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାକୁ ନିଆଯାଇଥିବା ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    43 %
    1.6kmh
    0 %
    Thu
    25 °
    Fri
    25 °
    Sat
    25 °
    Sun
    26 °
    Mon
    26 °

    ସମ୍ବନ୍ଧିତ