Friday, June 5, 2026
34.6 C
Odisha

    ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ

    ଆଗକୁ ପଢନ୍ତୁ

    କଟକ: ଆଜି ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ଅସୁସ୍ଥତା କାରଣରୁ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ଥିଲେ ଅରୁଣ । ଆଜି ୭୬ ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିିଛି। ‘ସମାଜ’ର ପୂର୍ବତନ ବରିଷ୍ଠ ସହ ସମ୍ପାଦକ ଭାବେ ଅବସର ଗ୍ରହଣ କରିଥିଲେ। ସାମ୍ୱାଦିକତା ଏବଂ ସମାଜସେବା କ୍ଷେତ୍ରରେ ଅନେକ ଛାପ ଛାଡିଯାଇଛନ୍ତି ଅରୁଣ । ତାଙ୍କ ମୃତ୍ୟୁରେ ଅନେକ ବରିଷ୍ଠ ସାମ୍ୱାଦିକଙ୍କ ସହ ରାଜନେତା ଶୋକ ପ୍ରକାଶ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    34.6 ° C
    34.6 °
    34.6 °
    38 %
    0.9kmh
    78 %
    Fri
    40 °
    Sat
    41 °
    Sun
    42 °
    Mon
    43 °
    Tue
    43 °

    ସମ୍ବନ୍ଧିତ