Wednesday, April 1, 2026
25.1 C
Odisha

    ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଯୁବକ ଗିରଫ

    ଆଗକୁ ପଢନ୍ତୁ

    ରିଆମାଳ : ରିଆମାଳ ଥାନା ଅଞ୍ଚଳର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକୁ ଗିରଫ କରିଛି ପୁଲିସ । ଗିରଫ ଅଭିଯୁକ୍ତ କଖାରୁମାଳ ଗ୍ରାମର ସୁମନ୍ତ ସାହୁ(୩୨) । ସୋମବାର ସନ୍ଧ୍ୟାରେ କୋର୍ଟଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.1 ° C
    25.1 °
    25.1 °
    37 %
    1kmh
    14 %
    Wed
    39 °
    Thu
    40 °
    Fri
    40 °
    Sat
    40 °
    Sun
    38 °

    ସମ୍ବନ୍ଧିତ