Saturday, October 3, 2026
23.6 C
Odisha

    ଜୁଏଲ ଓରାମ ପୁଣି ହସ୍ପିଟାଲରେ ଭର୍ତ୍ତି, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

    ଆଗକୁ ପଢନ୍ତୁ

    କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି । ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।ନିକଟରେ ତାଙ୍କ ପତ୍ନୀ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି । କେନ୍ଦ୍ରମନ୍ତ୍ରୀ ବି ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.6kmh
    7 %
    Sat
    23 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ