Friday, March 13, 2026
37.7 C
Odisha

    ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଭୁବନେଶ୍ୱର ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର। ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଲାଂଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଦେବଜାନୀ କରଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଏକାଧିକ ସ୍ଥାନରେ ଚାଲିଛି ଆୟ ବର୍ହିଭୁତ ଯାଞ୍ଚ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    7 %
    4.1kmh
    1 %
    Fri
    37 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ