Wednesday, January 22, 2025
32.4 C
Odisha

    ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଭୁବନେଶ୍ୱର ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର। ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଲାଂଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଦେବଜାନୀ କରଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ଏକାଧିକ ସ୍ଥାନରେ ଚାଲିଛି ଆୟ ବର୍ହିଭୁତ ଯାଞ୍ଚ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.4 ° C
    32.4 °
    32.4 °
    12 %
    2.5kmh
    8 %
    Wed
    32 °
    Thu
    33 °
    Fri
    34 °
    Sat
    33 °
    Sun
    32 °

    ସମ୍ବନ୍ଧିତ