Sunday, October 4, 2026
24.6 C
Odisha

    ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

    ଆଗକୁ ପଢନ୍ତୁ

    ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହ । ଦିନ ୧୦ଟାରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଆଜି ଶପଥ ପାଠ କରାଇବେ । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜିଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନା ହାଇକୋର୍ଟର ବିଚାରପତି ଦାୟିତ୍ୱ ତୁଳାଇବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହଙ୍କୁ ନିଯୁକ୍ତି ମିଳିଛି । ସୁପ୍ରିମକୋର୍ଟ କଲେଜିଏମଙ୍କ ସୁପାରିସ ପରେ ଓଡିଶା ହାଇକୋର୍ଟରେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହ ନିଯୁକ୍ତି ମିଳିଛି । ବର୍ତମାନ ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.6 ° C
    24.6 °
    24.6 °
    72 %
    1kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ