Wednesday, April 22, 2026
30.8 C
Odisha

    ଲୋକଙ୍କ ଘର ଦ୍ବାରରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା: ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଲୋକଙ୍କ ଘର ଦ୍ବାରରେ ନ୍ୟାୟ ବ୍ୟବସ୍ଥା ପହଞ୍ଚିବ । ରାଜ୍ୟ ସରକାର ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ପ୍ରଦାନ କରିଛନ୍ତି। ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି। ତାପରେ ସମସ୍ତ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ଖୋଲିବ। ଏହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇ ପାରିବେ। ଭାରତୀୟ ନ୍ୟାୟ ସଂହିତା ଜାଗୃତି କରଣ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ଏହି ସୂଚନା ପ୍ରଦାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.8 ° C
    30.8 °
    30.8 °
    22 %
    2.3kmh
    26 %
    Wed
    31 °
    Thu
    42 °
    Fri
    44 °
    Sat
    43 °
    Sun
    44 °

    ସମ୍ବନ୍ଧିତ