Friday, May 15, 2026
26.3 C
Odisha

    ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

    ଆଗକୁ ପଢନ୍ତୁ

    ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି । ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଞ୍ଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେ ଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି । ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.3 ° C
    26.3 °
    26.3 °
    78 %
    2.5kmh
    100 %
    Thu
    27 °
    Fri
    42 °
    Sat
    42 °
    Sun
    43 °
    Mon
    46 °

    ସମ୍ବନ୍ଧିତ