Monday, June 22, 2026
37.1 C
Odisha

    କାର୍ତ୍ତିକ ପ୍ରଥମ ସୋମବାର

    ଆଗକୁ ପଢନ୍ତୁ

    ଆଠଗଡ଼ : ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରୀ ଓ ଶ୍ରଦ୍ଧାଳୁ । ଭୋର ୪ଟାରୁ ମନ୍ଦିର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳ ଆଳତୀ, ମଇଲମ, ବାଳଭୋଗ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁ ମାନେ ପୀଠକୁ ଯାଉଛନ୍ତି । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୂତୟନ କରାଯାଇଛି.

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    37.1 ° C
    37.1 °
    37.1 °
    31 %
    5.5kmh
    90 %
    Mon
    37 °
    Tue
    33 °
    Wed
    40 °
    Thu
    39 °
    Fri
    34 °

    ସମ୍ବନ୍ଧିତ