Thursday, December 18, 2025
24.9 C
Odisha

    ବୈତରଣୀରେ ବୁଡି କାଉଡିଆ ମୃତ

    ଆଗକୁ ପଢନ୍ତୁ

    ବୈତରଣୀ ବଲ୍ଲଭିଘାଟରେ ଅଘଟଣ। ପାଣି ଉଠାଇବା ବେଳେ ନଦୀରେ ବୁଡି କାଉଡ଼ିଆଙ୍କ ମୃତ୍ୟୁ । ଆରଡ଼ିସ୍ଥିତ ଆଖଣ୍ଡଳମଣି ବାବାଙ୍କ ନିକଟକୁ ପାଣି ନେବା ପାଇଁ ଆସି ନଦୀରେ ବୁଡିଗଲେ କାଉଡିଆ । ମୃତ କାଉଡ଼ିଆ ହେଲେ ଭଣ୍ଡାରିପୋଖରୀ ବ୍ଲକ ପୁରୁଷୋତ୍ତମପୁର ଅଞ୍ଚଳର ପ୍ରଶାନ୍ତ ସାମଲ । ପ୍ରଶାନ୍ତ ବୁଡ଼ିବା ଦେଖି ଆଉ ଜଣେ କାଉଡ଼ିଆ ମନ୍ମଥ ସାମଲ ଉଦ୍ଧାର କରିବାକୁ ଯାଇ ବୁଡ଼ି ଯାଇଥିଲେ। ମନ୍ମଥଙ୍କୁ ଉଦ୍ଧାରେ କରାଯାଇଥିବାବେଳେ ପ୍ରଶାନ୍ତ କିନ୍ତୁ ପାଣିରେ ବୁଡିଯାଇ ପ୍ରାଣ ହରାଇଥିଲେ । ଯାଜପୁର ପୋଲିସ ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    22 %
    2.8kmh
    0 %
    Thu
    26 °
    Fri
    26 °
    Sat
    27 °
    Sun
    28 °
    Mon
    28 °

    ସମ୍ବନ୍ଧିତ