Saturday, April 27, 2024
29.6 C
Odisha

    ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ପୋଲିସର ପରାମର୍ଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଗୁଡ଼ି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରିବା ସହ ବିପଦଜନକ ମାଞ୍ଜା ସୂତା ବ୍ୟବହାର ନ କରି ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସ ପରାମର୍ଶ ଦେଇଛି । ମାଞ୍ଜା ସୂତା ବ୍ୟବହାର କରି ଗୁଡ଼ି ଉଡାଇବା ଆଇନତଃ ଦଣ୍ଡନୀୟ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି । ବିପଦଜନକ ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର ଉପରେ ଲାଗିବ ରୋକ୍। ଗୁଡ଼ି ଉଡ଼ାଇବା ବେଳେ ନିୟମ ଅବମାନନା କଲେ ହେବ କାର୍ଯ୍ୟନୁଷ୍ଠାନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.6 ° C
    29.6 °
    29.6 °
    46 %
    2kmh
    16 %
    Fri
    30 °
    Sat
    43 °
    Sun
    43 °
    Mon
    44 °
    Tue
    45 °

    ସମ୍ବନ୍ଧିତ