Saturday, October 3, 2026
28.9 C
Odisha

    ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ: ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ। ଏନେଇ ଆଜି ରାଜ୍ୟ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି। ଆଜି ବିଧାନସଭାରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପରୋକ୍ତ ସୂଚନା ଦେଇଛନ୍ତି। ଏହା ସହ ସେ କହିଛନ୍ତି, ସ୍କୁଲ, କଲେଜ ଓ ମନ୍ଦିର ପାଖରେ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ।ଠିକ୍ ସେହିପରି ଚୋରା ମଦ କାରବାର ନେଟୱାର୍କର ମୂଳୋତ୍ପାଟନ କରାଯିବ।

    ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ ବୋଲି ବି ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.9 ° C
    28.9 °
    28.9 °
    72 %
    1.8kmh
    37 %
    Sat
    26 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ