Monday, September 28, 2026
23.1 C
Odisha

    ବିଜେପିରେ ନେତାଙ୍କ ପୁଅ ନେତା ହୁଏନା: ନଡ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ।ଏହାପରେ ନଡ୍ଡା ଦଳର ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ। ଏହି  ଅବସରରେ ସେ କହିଥିଲେ, ବିଜେପି ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡର ଯୁକ୍ତ ରାଜନୈତିକ ଦଳ। କଂଗ୍ରେସର ଏପରି ସଦସ୍ୟତା ଅଭିଯାନ ଦେଖିଛନ୍ତି କି ବୋଲି ପ୍ରଶ୍ନ ନଡ୍ଡା ପ୍ରଶ୍ନ କରିଛନ୍ତି। ଏଥିସହ ଏକମାତ୍ର ବିଜେପିରେ ହିଁ ଅତ୍ୟନ୍ତ ସ୍ବଚ୍ଛ ଭାବେ ସଦସ୍ୟତା ଗ୍ରହଣ ହୁଏ ।

    ସଦସ୍ୟତା ଗ୍ରହଣ ସରିବା ପରେ କାର୍ଯ୍ୟକର୍ତ୍ତା ନିର୍ବାଚନ ହେବ ବୋଲି  ସେ କହିଛନ୍ତି । ବିଜେପିରେ ଜଣେ ନେତାଙ୍କ ପୁଅ ନେତା ହୁଅନ୍ତିନି। ଜଣେ ସାଧାରଣ ଲୋକ ନେତା ହୁଅନ୍ତି।ଦେଶରେ ୫ ହଜାର ପାର୍ଟି ରହିଛନ୍ତି। ସେଥିମଧ୍ୟରୁ ୫୦ ହେଉଛନ୍ତି ସକ୍ରିୟ ଦଳ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ଷମତାକୁ  ଆସିବା ପରେ ମୁସଲମାନ୍ ଭଉଣୀଙ୍କୁ ତିନି ତଲାକ୍ ସମସ୍ୟାରୁ ମୁକ୍ଇଛନ୍ତି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.1 ° C
    23.1 °
    23.1 °
    91 %
    0.9kmh
    9 %
    Mon
    29 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ