Monday, September 14, 2026
23.8 C
Odisha

    ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର

    ଆଗକୁ ପଢନ୍ତୁ

    ସବୁଠୁ ବଡ ଖବର ହେଉଛି ବିଜେପି ଛାଡିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । ରାଜ୍ୟ ବିଜେପିର ଏବଂ ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା ।ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି । ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    92 %
    1kmh
    83 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ