Saturday, March 14, 2026
23.2 C
Odisha

    ଝାରସୁଗୁଡ଼ା ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ

    ଆଗକୁ ପଢନ୍ତୁ

    ଝାରସୁଗୁଡ଼ା ବେଲପାହାଡ଼ ଫରେଷ୍ଟ ରେଂଜ ଅଧିନ ପିକୋଲରେ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ । ଜଙ୍ଗଲରେ ଲାଗିଥିବା ଟ୍ରାପ୍ କ୍ୟାମେରାରେ କଏଦ ହୋଇଛି ବାଘର ଫଟୋ । ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଥିବା ନେଇ ସୂଚନା ଦେଇଛନ୍ତି ଡିଏଫଓ । ଦୀର୍ଘ ୨ ବର୍ଷ ପରେ ଝାରସୁଗୁଡ଼ା ଜିଲ୍ଲାରେ ପୁଣି କଲରାପତରିଆ ଦେଖିବାକୁ ମିଳିଥିବା ବେଳେ ସୁନ୍ଦରଗଡ଼ ହିମଗିରି ଜଙ୍ଗଲରୁ ଏହା ଆସିଥାଇପାରେ ବୋଲି ଅନୁମାନ କରାଯାଉଛି ।ଅନ୍ୟପଟେ ପିକୋଲ ଜଙ୍ଗଲରେ ବାଘ ଥିବା ଜାଣି ଆଖପାଖ ଅଂଚଳର ଗ୍ରାମବାସୀ ଭୟଭୀତ ଅଛନ୍ତି । ବନବିଭାଗ ମଧ୍ୟ କଲରାପତରିଆ ଉପରେ ତିକ୍ଷ୍ନ ନଜର ରଖିଥିବା କହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ