Monday, October 5, 2026
29.8 C
Odisha

    ପାଣିପାଗ ବିଭାଗର ଚେତାବନୀ: ରାଜ୍ୟର କିଛି ଜିଲ୍ଲାରେ ହୋଇପାରେ ହାଲୁକା ବର୍ଷା, ଘନକୁହୁଡ଼ି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଗାମୀ ୨୪ରୁ ୪୮ ଘଣ୍ଟା ପାଇଁ ରାଜ୍ୟର ପାଣିପାଗ ନେଇ ପୂର୍ବାନୁମାନ କରିଛି। ଏହି ସମୟ ମଧ୍ୟରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି। ସେହିପରି ଅନ୍ୟ କିଛି ସ୍ଥାନରେ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ହାଲୁକା ବର୍ଷା ହୋଇପାରେ। କିନ୍ତୁ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ଘନକୁହୁଡ଼ି ନେଇ ଚେତାବନୀ ଜାରି କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.8 ° C
    29.8 °
    29.8 °
    52 %
    1.6kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ