Monday, February 23, 2026
22.8 C
Odisha

    ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ଖୁବ୍ ଶୀଘ୍ର ହେବ ଲାଇଟ ବ୍ୟବସ୍ଥା: ଜିଲ୍ଲାପାଳଙ୍କ ସୂଚନା

    ଆଗକୁ ପଢନ୍ତୁ

    ପୁରୀ:ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ଖୁବ୍ ଶୀଘ୍ର ପୁଣି ଲାଇଟ ବ୍ୟବସ୍ଥା ହେବ । ସାମ୍ବାଦିକ ସମ୍ମିଳନୀରେ ଏନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ଚାରିପଟେ ଲଗାଯାଇଥିବା ଲାଇଟ ହଟାଇ ଦିଆଯିବା ଘଟଣାରେ ତଦନ୍ତ କରିବା ପାଇଁ ମୁଖ୍ୟ ସଚିବ ପ୍ରଦୀପ ଜେନା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । କାହିଁକି ଶ୍ରୀମନ୍ଦିରର ଚାରିପାଖରୁ ଲାଇଟ କଢ଼ାଯାଇଛି ତାହାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ଶାସନ ସଚିବ । ୩ଦିନ ତଳେ ଶ୍ରୀମନ୍ଦିରର ଆଲୋକୀକରଣ ପାଇଁ ଲଗାଯାଇଥିଲା ଲାଇଟ୍ ଖୋଲି ଦିଆଯାଇଥିଲା । ଶ୍ରୀମନ୍ଦିର ଭିତରେ କେବୁଲ ଖୋଲୁଥିବା ବେଳେ ୪ଜଣଙ୍କୁ ଅଟକ ରଖି ସିଂହଦ୍ୱାର ଥାନା ପୁଲିସ୍ ପଚରାଉଚରା ଜାରି ରଖିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.8 ° C
    22.8 °
    22.8 °
    42 %
    2.5kmh
    52 %
    Mon
    23 °
    Tue
    34 °
    Wed
    34 °
    Thu
    35 °
    Fri
    36 °

    ସମ୍ବନ୍ଧିତ