Monday, April 6, 2026
33.6 C
Odisha

    ପଳାଶପଲ୍ଲୀ ଠାରେ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ପଳାଶପଲ୍ଲୀ ଠାରେ ନବ ନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କରିଛନ୍ତି। ଏଥିରେ ୩୧ ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଛନ୍ତି। ଏକ ମେଡିକାଲ୍ ଟିମ୍ ପ୍ରତି ସପ୍ତାହରେ ସେମାନଙ୍କ ପାଖକୁ ଯାଇ ସେମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛି। ସେମାନଙ୍କ ସୁବିଧା ପାଇଁ ସେମାନଙ୍କୁ ଡ୍ରେସିଂ କିଟ୍, ଜୋତା ଓ ଟ୍ରାଇ ସାଇକଲ ପ୍ରଭୃତି ବିଭିନ୍ନ ଉପକରଣ ଯୋଗାଇ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    33 %
    3.3kmh
    96 %
    Mon
    34 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ