Tuesday, September 15, 2026
30.1 C
Odisha

    ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଭବନରେ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସାଂସଦ ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଛନ୍ତି। ଭର୍ତ୍ତୃହରିଙ୍କ ଶପଥ ପାଠ‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବରିଷ୍ଠ ନେତା ରାଷ୍ଟ୍ରପତି ଭବନରେ ଉପସ୍ଥିତ ଥିଲେ। କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ଭର୍ତ୍ତୃହରି ଆଜି ସଂସଦରେ ନବ ନିର୍ବାଚତ ସାଂସଦ ମାନଙ୍କୁ ଶପଥ ପାଠ କରାଉଛନ୍ତି । ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    64 %
    2.3kmh
    0 %
    Tue
    30 °
    Wed
    31 °
    Thu
    30 °
    Fri
    25 °
    Sat
    31 °

    ସମ୍ବନ୍ଧିତ