Tuesday, February 17, 2026
19.9 C
Odisha

    ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍

    ଆଗକୁ ପଢନ୍ତୁ

    ରାଜଗାଙ୍ଗପୁର: ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍ କଲେ ଲୁଟେରା | ଆଜି ପ୍ରାୟ ଦିବା ୧୧ଟା ସମୟରେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଜାମପାଲିପାଦାସ୍ଥିତ ଏଚପି ପେଟ୍ରୋଲ ପମ୍ପର କର୍ମଚାରୀ ଅନୀଲ କୁମାର ତିୱାରୀ ବାଇକ ଯୋଗେ ୨ଲକ୍ଷ ଟଙ୍କା ଜମା କରିବାକୁ ସହରର ଏକ ବ୍ୟାଙ୍କକୁ ଯାଉଥିଲେ | ଏହି ସମୟରେ ଜାମପାଲି ବାଇପାସରେ ଥିବା ଏମଆର ଉଦ୍ୟୋଗ ରାସ୍ତାରେ ଏକ ମୋଟରସାଇକେଲରେ ମୁଖା ପିନ୍ଧା ତିନି ଜଣ ଦୁର୍ବୁତ୍ତ ଆସି ତାଙ୍କୁ ଅଟକାଇବା ସହ ତାଙ୍କୁ ଛୁରୀରେ ଆକ୍ରମଣ କରି ଟଙ୍କା ବ୍ୟାଗ ଲୁଟି ନେଇଥିବା ସୂଚନା ମିଳିଛି । ଏବେ ଗୁରୁତର ଅବସ୍ଥାରେ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.9 ° C
    19.9 °
    19.9 °
    27 %
    2.3kmh
    0 %
    Tue
    20 °
    Wed
    33 °
    Thu
    34 °
    Fri
    36 °
    Sat
    37 °

    ସମ୍ବନ୍ଧିତ