Thursday, October 1, 2026
24.6 C
Odisha

    ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ  ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ  ଯୋଗାଣ କରୁଛନ୍ତି। ଷ୍ଟେଟ ଫୁଡ୍ ଟେଷ୍ଟିଂ ଲାବରୋଟେରୀ ଭୁବନେଶ୍ଵରରେ ନମୁନା ପରୀକ୍ଷା ହୋଇଥିଲା । ଏହି ପ୍ରସଙ୍ଗରେ ଉଭୟ ଶାସକ ଦଳ ଏବଂ ବିରୋଧୀ ଦଳର ବିଧାୟକମାନେ ଉଦ୍‌ବେଗ ପ୍ରକାଶ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.6 ° C
    24.6 °
    24.6 °
    83 %
    1.4kmh
    22 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ