Sunday, November 1, 2026
22.8 C
Odisha

    ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ:ପୌଷ କୃଷ୍ଣ ସପ୍ତମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    22.8 ° C
    22.8 °
    22.8 °
    96 %
    1.7kmh
    51 %
    Sun
    23 °
    Mon
    24 °
    Tue
    29 °
    Wed
    26 °
    Thu
    25 °

    ସମ୍ବନ୍ଧିତ